mobile header

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନା ପାଇଁ ଗଠନ ହେଲା ଗୃହ କମିଟି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନା ପାଇଁ ଗଠନ ହେଲା ଗୃହ କମିଟି। ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୮ ଜଣିଆ ଗୃହ କମିଟି ଗଠନ ହୋଇଛି । ଏହି କମିଟିରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ପ୍ରତାପ ଜେନା, କଂଗ୍ରେସ ବିଧାୟକ ନରସିଂହ ମିଶ୍ର, ବିଧାୟକ ଦେବୀ ପ୍ରସାଦ ମିଶ୍ର, ଅତନୁ ସାବ୍ୟସାଚୀ ନାୟକ, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ସଦସ୍ୟ ରହିଛନ୍ତି ।

Leave A Reply

Your email address will not be published.