mobile header

ଓଡ଼ିଆ ସଂସ୍କୃତି ସାରା ବିଶ୍ୱରେ ପରିଚିତ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧ା୪: ଓଡ଼ିଶା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଦେଶର ପ୍ରଗତିରେ ଓଡ଼ିଆ ଲୋକମାନେ ଉଲ୍ଲେଖନୀୟ ଯୋଗଦାନ ଦେଉଛନ୍ତି ଏବଂ ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ। ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁ

Leave A Reply

Your email address will not be published.