mobile header

ପୁରୀ ଶ୍ରୀମନ୍ଦିରରେ ଅଭାବନୀୟ ଘଟଣା । ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ

ପୁରୀ ଶ୍ରୀମନ୍ଦିରରେ ଏକ ଅଭାବନୀୟ ଘଟଣା ଘଟିଛି । ମହାପ୍ରଭୁଙ୍କ ରୋଷଘରେ ଦୁର୍ବୃତ୍ତ ଘଟାଇଛନ୍ତି ହିଂସା କାଣ୍ଡ । ରୋଷଘରର ୪୦ରୁ ଅଧିକ ଚୁଲିକୁ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ ।

ପୂର୍ବ ଶତ୍ରୁତାକୁ ନେଇ ଏପରି କାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଏହି ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି

Leave A Reply

Your email address will not be published.