ଆଜି ଏକ ବସ୍ ଓ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଯାତ୍ରୀମାନେ ତାରାତାରିଣୀ ମନ୍ଦିର ଦର୍ଶନ ସାରି ଫେରୁଥିବା ବେଳେ ଏହି ଅଘଟଣ ଘଟିଥିଲା । ମନ୍ଦିର ପାହାଚ ରାସ୍ତାରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।
![](https://gaonrusahar.com/wp-content/uploads/2022/04/IMG-20220410-WA0047-768x1024.jpg)
ତେବେ ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତ ଯାତ୍ରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।