mobile header

ଆର.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଦାୟିତ୍ଵ, ଲଳିତ ଦାସ ହେଲେ ଗୃହ ବିଭାଗର ଓଏସଡି

ରାଜ୍ୟ ସରକାର ଗୁଇନ୍ଦା ନିର୍ଦ୍ଦେଶକଙ୍କୁ ସୋମବାର ବଦଳାଇ ଦେଇଛନ୍ତି। ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସଙ୍କୁ ଗୃହ ବିଭାଗର ଓଏସ୍‌ଡି ଦାୟିତ୍ୱ ଦିଆଯାଇଛି। ତାଙ୍କ ସ୍ଥାନରେ ଏଡିଜି ଆର୍‌.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର।

Leave A Reply

Your email address will not be published.