mobile header

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ନବୀନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ବିଧାୟକ ଦେବୀ ମିଶ୍ରଙ୍କ ସମେତ ବିଜେଡିର କିଛି ବରିଷ୍ଠ ନେତା ମଧ୍ୟ ସାମିଲ ହୋଇଥିଲେ ।

Leave A Reply

Your email address will not be published.