mobile header

ଭୁବନେଶ୍ବର ଜିଲ୍ଲା ବିଜେଡି ତରଫରୁ ବିନ୍ଦୁସାଗରରେ ତିଳତର୍ପଣ କରାଯିବା ପରେ ଫରେଷ୍ଟ ପାର୍କରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ, ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାସବର୍ମା, ବିଧାୟକ ସୁଶାନ୍ତ, ବିଧାୟକ ଅନନ୍ତ ନାରାୟଣ ଜେନା ଓ ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।

Leave A Reply

Your email address will not be published.