mobile header

ପରଲୋକରେ ପ୍ରଫୁଲ୍ଲ କର

ପ୍ରଖ୍ୟାତ ଗାୟକ ତଥା ସୁନାମଧନ୍ୟ ସଙ୍ଗୀତ ନିର୍ଦେଶକ ପ୍ରଫୁଲ୍ଲ କରଙ୍କର ୮୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଭୁବନେଶ୍ବର ସତ୍ୟନଗର ସ୍ଥିତ ତାଙ୍କ ବାସଭବନରେ ରବିବାର ରାତିରେ ପ୍ରଫୁଲ୍ଲ କରଙ୍କ ପରଲୋକ ଘଟିଛି।

Leave A Reply

Your email address will not be published.