mobile header

ମାଗଣା ସେବା ପାଇବାକୁ ଗରିବ ରୋଗୀଟିଏ ବି ଧାଇଁ ଆସୁଛି ରାଜ୍ୟର ବଡ଼ ବଡ଼ ଡାକ୍ତରଖାନାକୁ।

ହେଲେ କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ପରିସରରେ, ମୁଣ୍ଡଫଟା ଖରାରେ ଦିନ ଦିନ ଧରି ଶହ ଶହ ରୋଗୀ ଓ ସେମାନଙ୍କ ସପର୍କୀୟ ଯେମିତି ପଡ଼ି ରହିଛନ୍ତି, ଯନ୍ତ୍ରଣା ଦେଖିଲେ ଆପଣଙ୍କ ଆଖିରେ ଲୁହ ରହିବନି।

Leave A Reply

Your email address will not be published.