mobile header

୪ ରାଜ୍ୟସଭା ଆସନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର ୨୯।୦୫: କଳ୍ପନାଜଳ୍ପନାର ଅନ୍ତ । ଘୋଷଣା ହେଲା ୪ଜଣ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ । ବିଜେଡି ପକ୍ଷରୁ ୪ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏଥିରେ ସସ୍ମିତ ପାତ୍ରଙ୍କୁ ପୁଣି ଥରେ ରିପିଟ କରାଯାଇଛି ।

ସେହିପରି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ, ବିଜେଡି ମୁଖପାତ୍ର ସୁଲତା ଦେଓ, ନିରଞ୍ଜନ ବିଷି ରହିଛନ୍ତି । ଏହି ୪ଜଣଙ୍କୁ ବିଜେଡି ପକ୍ଷରୁ ଆଗାମୀ ରାଜ୍ୟସଭା ନିର୍ବାଚନ ଲାଗି ପ୍ରାର୍ଥୀ କରାଯାଇଛି । ବର୍ତ୍ତମାନ ଓଡିଶା କୋଟାରୁ ୪ଟି ଆସନ ଖାଲି ରହିଛି ।

Leave A Reply

Your email address will not be published.