mobile header

ଜଷ୍ଟିସ ସଂଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି

ଜଷ୍ଟିସ ସଂଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କାର୍ଯ୍ୟରେ ଯୋଗଦାନ ଦିନଠାରୁ ତାଙ୍କ ନିଯୁକ୍ତିକୁ ଗଣନା କରାଯିବ।

Leave A Reply

Your email address will not be published.