mobile header

ପୁରୀ ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ବିଭିନ୍ନ ରାଜନେତାମାନେ ପ୍ରତିକ୍ରିୟା ଦେଉଥିବ ଦେଖିବାକୁ ମିଳିଛି । ଏହି ମାମଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟ୍ୱିଟ୍ କହିଛନ୍ତି । ସେ ନିଜ ଟ୍ୱିଟର ଆକାଉଣ୍ଟରେ ଲେଖିଛନ୍ତି ଯେ, ‘ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ ।’ ସରକାରଙ୍କ ବିଜୟ ପରେ ଶ୍ରୀଜଗନ୍ନାଥଙ୍କୁ ଶ୍ରେୟ ଦେଇଛନ୍ତି ନବୀନ ।

Leave A Reply

Your email address will not be published.