mobile header

ମୋଦି ସରକାରଙ୍କ ବଡ଼ ଘୋଷଣା: ଆସନ୍ତ ଦେଢ ବର୍ଷରେ ମିଳିବ ୧୦ ଲକ୍ଷ ଚାକିରି

ନୂଆଦିଲ୍ଲୀ,୧୪।୬: ମୋଦି ସରକାର ଲୋକଙ୍କୁ ଚାକିରି ଦେବା ଦିଗରେ ଏକ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ଏହି କଥା ସରକାର ନିଜେ କହିଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ମୋଦି ସରକାର ଆସନ୍ତା ଦେଢ ବର୍ଷରେ ୧୦ ଲକ୍ଷ ଚାକିରି ଦେବେ।

Leave A Reply

Your email address will not be published.