mobile header

ମହାରାଷ୍ଟ୍ର ରାଜନୀତି : ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ, ଫଡନବିସ ଉପମୁଖ୍ୟମନ୍ତ୍ରୀ

ମୁମ୍ବଇ : ମହାରାଷ୍ଟ୍ର ରାଜନୈତିକ ସଂକଟର ଶେଷରେ ଅବସାନ ଘଟିଛି। ଶିବସେନା ନେତା ଏକନାଥ ସିନ୍ଦେ ଗୁରୁବାର ସନ୍ଧ୍ୟାରେ ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜଭବନ ପରିସରରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଭଗତ ସିଂହ କୋସିୟାରୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ସେହିପରି ବିଜେପି ନେତା ଦେବେନ୍ଦ୍ର ଫଡନବିସ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ମଧ୍ୟ ଆଜି ଶପଥ ଗ୍ରହଣ କରିଛନ୍ତି।

Leave A Reply

Your email address will not be published.