mobile header

କନ୍ଧମାଳ ରେ ଏସଓଜି ଓ ଡ଼ିଭିଏଫ ଯବାନ ଙ୍କ କମ୍ବିଙ୍ଗ ଅପେରସନ, ବହୁ ମାଓ ସାମଗ୍ରୀ ଜବତ

ଫୁଲବାଣୀ -19/7 କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ଙ୍କ ନିର୍ଦେଶ ରେ ଏସ ଓ ଜି ଓ ଡ଼ି ଭି ଏଫ ଯବାନ ମlନେ ଗତକାଲି ସୋମବାର ବାଲିଗୁଡା ଥାନା ଅନ୍ତର୍ଗ୍ରତ ତିଲକୀ ଗ୍ରାମ ନିକଟ ଜଙ୍ଗଲ ରେ କମ୍ବିଙ୍ଗ ଅପରେସନ କରିବା ସହ ମାଓ ବାଦି କ୍ୟାମ୍ପ ଉପରେ ମଧ୍ୟ ଚଢ଼ାଉ କରି ବିପୁଳ ପରିମାଣ ର ମାଓ ସାମଗ୍ରୀ ଜବତ କରିଥିବା ନେଇ ମଙ୍ଗଳବାର କନ୍ଧମାଳ ଏସପି ଭିନୀତ ଅଗ୍ରଵାଲାସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି l ଜବତ ସାମଗ୍ରି ମଧ୍ୟରେ ରହିଛି ମେ ଡିସିନ, ବିଦ୍ୟୁତ ତାର,ଜଗ ,କୁରାଢ଼ୀ, ଚଷମା,ଟର୍ଚ୍ଚ, ଦଉଡି, ଛତା, ଷ୍ଟିଲ ପ୍ଲେଟ, ଟୀଫିନବକ୍ସ, ୱାଟର ବୋଟଲ, ଷ୍ଟିଲମଗ, ଆଦି ଅନେକ ଜିନିଷ ପତ୍ରସମେତ କିଛି ଖାଦ୍ୟ ସାମଗ୍ରି ମାନ ଥିବା ଏସପି ଵିନୀତ ଅଗ୍ରୱାଲ କହିଛନ୍ତିlସୂଚନା ଯୋଗ୍ୟ ଯେ, ଗତ ମେ ମାସ ୨୨ ରେ ଛତିଶଗଡ଼ ବିଜେପୁର ଜିଲା ଅନ୍ତର୍ଗତ ଵାସା ଗୁଡାଥାନା ଅନ୍ତର୍ଗତ ଡ଼ାଲା ଗ୍ରାମରଅଶୋକ ପୁନେ ନାମକ ଜଣେ ହାର୍ଡ କୋର ମାଓବାଦୀଓ ଏରିଆ କମିଟି ସଦସ୍ୟ ଏସପି ଭିନୀତ ଅଗ୍ରୱାଲ ଙ୍କ ନିକଟରେ ଆତ୍ମସମର୍ପଣ କରିଥିଲା lକନ୍ଧମାଳ ଏସପି ବିନୀତ ଅଗ୍ରୱାଲ ଙ୍କ ରଣ କୌଶଳ,ଲଗାତାର କମ୍ବିଂ ଅପରେସନ ଯୋଗୁଁ ଜିଲାରେ ମାଓ ସଂଗଠନ ଦିନକୁଦିନ ଦୁର୍ବଳ ହେବାରେ ଲାଗିଥିବା ଜଣାପଡିଛି l

Leave A Reply

Your email address will not be published.