xmas

ଫୁଲବାଣୀରେ କଂଗ୍ରେସର ଗୌରବ ଯାତ୍ରା

ଫୁଲବାଣୀ -୧୪/୦୮ କନ୍ଧମାଳ ଜ଼ିଲ୍ଲା କଂଗ୍ରେସ ପକ୍ଷରୁ ଆଜି ରବିବାର ତ୍ୟାଗ ଓ ବଳିଦାନ ର ୭୫ ବର୍ଷ ଅବସରରେ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା l ଡ଼ିସିସି ସଭାପତି ଅନାମ ନାୟକଙ୍କ ନେତୃତ୍ୱରେ ସ୍ୱାଧୀନତାର ଗୌରବ ଯାତ୍ରା ଅନୁଷ୍ଠିତ ହୋଇଥିଲା l ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ବରିଷ୍ଠ କଂଗ୍ରେସ ନେତା ହେମନ୍ତ କର, ଯୁବନେତା ସଂସାରୀ ଭୋଇ , ପିସିସି ସମ୍ପାଦକ ଚନ୍ଦ୍ରଶେଖର ପରିଡ଼ା, ଯୁବ କଂଗ୍ରେସ ସଭାପତି ବସନ୍ତ କୁମାର ପାଢ଼ୀ, ହିମାଳୟ ତ୍ରିପାଠୀ ଓ ପ୍ରଭାରୀ ପ୍ରମୁଖଙ୍କ ସମେତ ଶତାଧିକ ନେତା ଓ କର୍ମୀ ଉପସ୍ଥିତ ଥିଲେ l

Leave A Reply

Your email address will not be published.