xmas

ଦୁତିପଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ

ଫୁଲବାଣୀ ୦୫/୦୯ କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ସରକାରୀ ଉଚ୍ଚ ବିଦ୍ୟାଳରେ ପ୍ରଧାନ ଶିକ୍ଷୟିତ୍ରୀ ଅମ୍ବିକା ପ୍ରଧାନଙ୍କ ନେତୃତ୍ୱରେ ଗୁରୁଦିବସ ପାଳିତ ହେଇଯାଇଛି । ଏହି ଦିବସରେ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଗୁରୁଦିବସ ପାଳନ ଓ ଗୁରୁଶିଷ୍ୟ ସମ୍ପର୍କ ବିଷୟରେ ବର୍ଣନା କରିଥିଲେ ଏବଂ ଏହି ଗୁରୁଦିବସରେ ଛାତ୍ର ଛାତ୍ରୀ ମାନେ ପିତା ମାତା ଓ ଶିକ୍ଷକ ଶିକ୍ଷୟିତ୍ରୀ ଓ ବୟ ଜେଷ୍ଠଙ୍କ ଠାରୁ ଆଶୀର୍ବାଦ ଲାଭ କରିଥାନ୍ତି । ସେଇ ପରିପ୍ରେକ୍ଷୀରେ ଛାତ୍ର ଛାତ୍ରୀ ମାନେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସୁସଂମ୍ମାନର ସହିତ ଚନ୍ଦନ, ଫୁଲପୁଷ୍ପ ଦୀପ ଆଦି ଅର୍ପଣ କରିବା ସହ ପାଦ ପୂଜା କରି ଆଶୀର୍ବାଦ ନେଇଛନ୍ତି ।

Leave A Reply

Your email address will not be published.