କଟକ,(ନୃସିଂହ ଚରଣ ଦାସ): ସାଲେପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସାହେଶ୍ୱରୀଙ୍କ ପୀଠରେ ଆଧ୍ୟାତ୍ମିକ ପରିବେଶ । ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମ କଥାମୃତରେ ପ୍ରକମ୍ପିତ ହେଉଛି ସମଗ୍ର ଅଞ୍ଚଳ । ସାଲେପୁର ରାମଚନ୍ଦ୍ର ମାନସ ପ୍ରଚାରଣ ସମିତି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଏକ ନିଆରା ପରମ୍ପରା ସୃଷ୍ଟି କରାଯାଇଛି । ସ୍ଥାନୀୟ ଅଞ୍ଚଳର କିଛି ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସମିତି କମିଟିର ସଦସ୍ୟ, ଧର୍ମୀୟ ଶ୍ରଦ୍ଧାଳୁ ଓ ସାଲେପୁରର ମାନ୍ୟଗନ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.
Next Post