xmas

୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ରାଷ୍ଟ୍ରପତିଙ୍କ ଏହି ଗସ୍ତ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତିଙ୍କ ଏହି ଗସ୍ତ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ପାରାଦୀପ ବନ୍ଦର ପକ୍ଷରୁ ହେବାକୁ ଥିବା ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବେ। ଦିନ ୧୦ଟାରୁ ୧୨ଟା ୩୦ ମଧ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Leave A Reply

Your email address will not be published.