ଆଉ ୮ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେପି; ଖୋର୍ଦ୍ଧାରୁ ଜଗଦେବ, ସାଲେପୁରରୁ ଅରିନ୍ଦମ

ଭୁବନେଶ୍ୱର: ବିଜେପି ପକ୍ଷରୁ  ଆଉ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା। ଖୋର୍ଦ୍ଧାରୁ ପ୍ରାର୍ଥୀ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ସେହିପର ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ, ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ ନାଏକ, ସାଲେପୁରରୁ ଅରିନ୍ଦମ ରାୟ ଏବଂ କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେପି।

Leave A Reply

Your email address will not be published.