xmas

ନୂଆ ଆଡଭୋକେଟ ଜେନେରାଲ ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ

ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ହେଉଛନ୍ତି ପୀତାମ୍ବର ଆଚାର୍ଯ୍ୟ। ଆଇନ୍ କ୍ଷେତ୍ରରେ ତାଙ୍କ ଦୀର୍ଘଦିନର ଅଭିଜ୍ଞତା ରହିଛି। ୨୦୧୭ରେ ସେ ବିଜେପିରେ ଯୋଗ ଦେଇ ସକ୍ରିୟ ରାଜନୀତିରେ ପାଦ ଥାପିଥିଲେ।

ଭୁବନେଶ୍ୱର: ନୂଆ ଆଡଭୋକେଟ ଜେନେରାଲ ଭାବେ ଦାୟିିତ୍ୱ ନେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକଙ୍କୁ କିଭଳି ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ନ୍ୟାୟ ମିଳିବ, ସେ ନେଇ କାମ କରିବେ ବୋଲି କହିଛନ୍ତି ପୀତାମ୍ବର ଆଚାର୍ଯ୍ୟ।

ଓଡ଼ିଶା ହାଇକୋର୍ଟର ଜଣେ ବରିଷ୍ଠ ଆଇନଜୀବୀ ଥିଲେ ପୀତାମ୍ବର ଆଚାର୍ଯ୍ୟ। ଆଇନ୍ କ୍ଷେତ୍ରରେ ତାଙ୍କ ଦୀର୍ଘଦିନର ଅଭିଜ୍ଞତା ରହିଛି। ୨୦୧୭ରେ ସେ ବିଜେପିରେ ଯୋଗ ଦେଇ ସକ୍ରିୟ ରାଜନୀତିରେ ପାଦ ଥାପିଥିଲେ।

Leave A Reply

Your email address will not be published.