ତାରାତାରିଣୀ ଦର୍ଶନ ସାରି ଫେରୁଥିବା ବେଳେ ଅଘଟଣ

ଆଜି ଏକ ବସ୍ ଓ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଯାତ୍ରୀମାନେ ତାରାତାରିଣୀ ମନ୍ଦିର ଦର୍ଶନ ସାରି ଫେରୁଥିବା ବେଳେ ଏହି ଅଘଟଣ ଘଟିଥିଲା । ମନ୍ଦିର ପାହାଚ ରାସ୍ତାରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।

ତେବେ ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତ ଯାତ୍ରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.