ବିଶିଷ୍ଟ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ : ବିଶିଷ୍ଟ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ। ବାବା ବଳିଆ, ଶାସ୍ତ୍ରୀୟ ସଂଗୀତ ଗାୟିକା ଶ୍ୟାମାମଣି ଦେବୀ, ସାହିତ୍ୟିକ ନରସିଂହ ପ୍ରସାଦ ଗୁରୁଙ୍କୁ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଛନ୍ତି। ଏହାସହ ଅନେକ ବିଶିଷ୍ଟ ବ୍ୟକ୍ତିଙ୍କୁ ମଧ୍ୟ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ଭବନରେ ଏହି ସ୍ୱତନ୍ତ୍ର ସମାରୋହ ଆୟୋଜିତ ହୋଇଥିଲା।

Leave A Reply

Your email address will not be published.