ଟିପିଏସଓଡିଏଲ ଗାଡି ଓଲଟିଲା, ଚାରି ଗୁରୁତର

ଫୁଲବାଣୀ, ୨୬/୦୯: ଆଜି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ମାଶିରୀପଡା ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବା ଫଳରେ ଏଥିରେ ବସିଥିବା ଚାରି ଜଣ କର୍ମଚାରୀ ଗୁରୁତର ଆହତ ହୋଇଥିବା ଜଣା ପଡ଼ିଛି l ସ୍ଥାନୀୟ ଲୋକେ ଉଦ୍ଧାର କରି ଫିରିଙ୍ଗିଆ ଡାକ୍ତରଖାନରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ l ଫିରିଙ୍ଗିଆ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି l

Leave A Reply

Your email address will not be published.