ନେହରୁ ଯୁବ କେନ୍ଦ୍ର ପକ୍ଷରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

ଫୁଲବାଣୀ, ୧୭/୧୦: ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମ ୧ ଅକ୍ଟୋବରରୁ ୩୦ ଅକ୍ଟବେlର ୨୦୨୨ ପର୍ଯ୍ୟନ୍ତ ଚାଲିବl ନେହରୁ ଯୁବ କେନ୍ଦ୍ର ତରଫରୁ ସୋମବାର ଫୁଲବାଣୀ ସହରରେ ଅନୁଷ୍ଠିତ ସ୍ଵଛ ଭାରତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସରକାରୀ ITI ଅଧକ୍ଷ ଇଂ ପ୍ରକାଶ ଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ,l ଅନ୍ୟ ମାନଙ୍କ ମଧ୍ୟରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର, ସହ କର୍ମୀ ସତ୍ୟବାନ ଦଳବେହେରା ଓ ସ୍ୱେଚ୍ଛାସେବୀ ସୋନାଲି ଡିଗାଲ, ରୀତିମା ବାଘ, ଚନ୍ଦ୍ରମଣୀ ଦେହୁରୀ, ସିବେନ୍ଦ୍ର ଡିଗାଲ , ମିନି କଂହର , ସୁଭଦ୍ରା ମଲ୍ଲିକ, ଗୋବିନ୍ଦ କହ୍ନର, ସମୀର ପ୍ରଧାନ, ସୁରଭି କହ୍ନର, ପାନୁଆଲ ଡିଗାଲ, ବିକାଶ ନାୟକ, ଦିଗବିଜୟ ପ୍ରଧାନ, ଅଜିତ ମଝିଆ ସେଠ, ଚନ୍ଦନ ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ | ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଚବିସ ହଜାର କେଜି ପ୍ଲାଷ୍ଟିକ ସଂଗ୍ରହ କରାଯିବ ବୋଲି ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଜିଲ୍ଲା ଯୁବ ଅଧିକାରୀ ନାଭିନୀତ କୁମାର କହିଛନ୍ତି l

Leave A Reply

Your email address will not be published.