xmas

ଡାକ୍ତରୀ ଟିମକୁ ସ୍ୱାଗତ ସମ୍ବର୍ଦ୍ଧନା

ମାଲକାନଗିରି: ଭୁବନେଶ୍ୱରରୁ ଆସିଥିବା ବକ୍ରପାଦ ଡାକ୍ତରୀ ଟିମକୁ ସାକ୍ଷାତ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ମାଲକାନଗିରି ପୂର୍ବତନ ବିଧାୟକ ମାନସ ମାଡକାମୀ ,ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଆଡ଼ମା ରାବା ,ବିଜେଡି ବରିଷ୍ଠ ଉପଦେଷ୍ଟା ରାଜେନ୍ଦ୍ର ପଣ୍ଡା ଓ ବିଜେଡି ସାଧାରଣ ସମ୍ପାଦକ ଗୋପାଳ କୃଷ୍ଣ ପଣ୍ଡା ଏବଂ ବିଜେଡି କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.