ଭଦ୍ରକ ପୌରପାଳିକା ଅଧିନ ୮ ନମ୍ବର ୱାର୍ଡର ସ୍ୱାଧୀନ ପ୍ରାର୍ଥୀଙ୍କ ସ୍ୱାମୀ ଟଙ୍କା ବାଣ୍ଟୁଥିବା ଅଭିଯୋଗ ଆସିଥିଲା । ଏନେଇ ସ୍ଥାନୀୟ ଲୋକେ ଦେବବ୍ରତ ମହାନ୍ତିଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ । ଟାଉନ ଥାନା ପୋଲିସ ପହଞ୍ଚି ମାଜିଷ୍ଟେଟଙ୍କ ଉପସ୍ଥିତିରେ ଯାଞ୍ଚ କରିଥିଲେ ।ତେବେ ଯାଞ୍ଚ ବେଳେ ତାଙ୍କ ନିକଟରୁ ୨୫୬୦୦୦ ଟଙ୍କା ଜବତ ହୋଇଥିବାର ସୂଚନା ମିଳିଛି । ଏହି ଟଙ୍କା ଭୋଟ ପାଇଁ ବଣ୍ଟାଯାଉଥିବା ସୂଚନା ମିଳିଛି । ସେପଟେ ପ୍ରାର୍ଥୀଙ୍କ ସ୍ୱାମୀଙ୍କୁ ଅଟକ ରଖିଛି ପୋଲିସ
Sign in
Sign in
Recover your password.
A password will be e-mailed to you.