ଛତିଶଗଡ଼ରେ ହେଲିକପ୍ଟର ଦୁର୍ଘଟଣା: ୨ ପାଇଲଟ ମୃତ, ସେମାନଙ୍କ ମଧ୍ୟରୁ ଜଣେ ଓଡିଆ

ଛତିଶଗଡ଼ରେ ହେଲିକପ୍ଟର ଦୁର୍ଘଟଣା । ରାୟପୁରର ସ୍ୱାମୀ ବିବେକାନନ୍ଦ ଏୟାରପୋର୍ଟରେ ଆଜି ରାତି ୯ଟା ୧୦ ବେଳେ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏଥିରେ ଦୁଇ ଜଣ ପାଇଲଟଙ୍କ ମୃତ୍ୟୁ ଘଟିଛି । ଏମାନଙ୍କ ମଧ୍ୟରେ ଜଣେ ଓଡ଼ିଆ ମଧ୍ୟ ରହିଥିବା କୁହାଯାଉଛି । ତେବେ ଦୁର୍ଘଟଣାର ପ୍ରକୃତ କାରଣ କ’ଣ ଏନେଇ ଅଧିକ ତଦନ୍ତ କରାଯାଉଛି ।

Leave A Reply

Your email address will not be published.