ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୋନୁ ସୁଦ୍ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋନୁ । କରୋନା ସମୟରେ ସେ ୭୦ରୁ ଅଧିକ ଲୋକଙ୍କୁ ରାଜ୍ୟକୁ ଫେରିବାରେ ସହାୟତା କରିଥିଲେ । କେନ୍ଦ୍ରାପଡାର ସମସ୍ତେ ସେତେବେଳେ ଘରକୁ ଫେରିବା ପାଇଁ ନିବେଦନ କରିବା ପରେ ସୋନୁ ତାଙ୍କୁ ଫେରାଇ ଆଣିଥିଲେ । ମୁଖ୍ୟମନ୍ତ୍ରୀ ସେତେବେଳେ ତାଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଥିଲେ ।

Leave A Reply

Your email address will not be published.