ଗୋଲ୍‌ଡେନ୍ ବଏ ପ୍ରମୋଦ ଭଗତଙ୍କୁ ‘ପଦ୍ମଶ୍ରୀ’ ପୁରସ୍କାର

ନୂଆଦିଲ୍ଲୀ: ଟୋକିଓ ପାରାଲମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ମିଳିଲା ସମ୍ମାନଜନକ ‘ପଦ୍ମଶ୍ରୀ’ ପୁରସ୍କାର । ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ପଦ୍ମ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରଦ୍ମଶ୍ରୀ ସମ୍ମାନରେ ପ୍ରମୋଦଙ୍କୁ ସମ୍ମାନିତ କରିଛନ୍ତି ।

Leave A Reply

Your email address will not be published.