ବିଦ୍ୟୁତ ହେଉଛି ବିକାଶର ଜୀବନରେଖା ବିଦ୍ୟୁତ ଅପଚୟ କରନ୍ତୁ ନାହିଁ – ମୁଖ୍ୟମନ୍ତ୍ରୀ

୭ଟି ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଓ ଗୋଟିଏ ୨୨୦ କେଭି