xmas

ଅପରିବର୍ତ୍ତିତ ରହିଲା ରିଟେଲ ବିଦ୍ୟୁତ ଶୁଳ୍କ, ଡିଜିଟାଲ ପେମେଣ୍ଟ କଲେ ମିଳିବ ୩ ପ୍ରତିଶତ ରିହାତି

ବିଦ୍ୟୁତ ଦର ବଢ଼ିବ ନାହିଁ। ରିଟେଲ ବିଦ୍ୟୁତ ଶୁଳ୍କ ଅପରିବର୍ତ୍ତିତ ରହିଛି। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଦ୍ୟୁତ ଦର ବଢ଼ିବ ନାହିଁ